ଜଗତସିଂହପୁରରେ ଜିଲ୍ଲା ସ୍ତରୀୟ ଖାଉଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଖାଉଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସଦଭାବନା ସଭା ଗୃହରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜଗତସିଂହପୁର ସାଂସଦ ଡା ରାଜଶ୍ରୀ ମଲିକ, ଜିଲ୍ଲାପାଳ ପାରୁଲ ପଟୱାରୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ ପ୍ରମୁଖ ଉପସ୍ଥିତ ରହି ଏହି କର୍ମଶାଳାକୁ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ଖାଉଟି କଲ୍ୟାଣର ସମସ୍ତ ସଦସ୍ୟ, ସ୍କୁଲ […]