କର୍ଣ୍ଣାଟକରେ ଆରମ୍ଭ ହେଲା ସିଦ୍ଦରମୈୟା ସରକାର । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବ କୁମାର
ଆଜିଠୁ କର୍ଣ୍ଣାଟକରେ ଆରମ୍ଭ ହେଲା ସିଦ୍ଦରମୈୟା ସରକାର । ଦ୍ବିତୀୟଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଦରମୈୟା । ଶପଥ ଗ୍ରହଣ ସମାରୋହରେ ସିଦ୍ଦରମୈୟାଙ୍କ ସହ ଡିକେ ଶିବ କୁମାର ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ବେଙ୍ଗାଲୁରୁର କାନ୍ତିର୍ଭା ଷ୍ଟାଡିୟମରେ ଆୟୋଜିତ ଭବ୍ୟ ସମାରୋହରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି ଅବସରରେ କ୍ୟାବିନେଟ ମନ୍ତ୍ରୀ ଓ ବିଧାୟକମାନେ ବି ଶପଥ ନେଉଛନ୍ତି । ସିଦ୍ଦରମୈୟାଙ୍କ ମନ୍ତ୍ରିମଣ୍ଡଳରେ ୮ ଜଣ ମନ୍ତ୍ରୀ ଶପଥ […]