ଓଡିଶା

୫୦୦ ଟଙ୍କାରୁ ଆରମ୍ଭ କରି ୧,୫୦,୦୦୦ ଟଙ୍କା ପର୍ଯ୍ୟନ୍ତ ଶାଢୀର ସମ୍ଭାର ‘ସିଲ୍କ ଇଣ୍ଡିଆ’ ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର: ଏଥ୍ନିକ୍ ୱେଭସ୍, ପାରମ୍ପରିକ ସିଲ୍କ ଓ କଟନ ଉତ୍ପାଦଗୁଡିକୁ ପ୍ରଦର୍ଶିତ କରିବା ପାଇଁ ଓଡିଶା କଳା ଓ ହସ୍ତଶିଳ୍ପ ସମିତିର କାରିଗରଙ୍କୁ ନେଇ ‘ସିଲ୍କ ଇଣ୍ଡିଆ’ ପ୍ରଦର୍ଶନୀ ଓଲିଉଡ ଅଭିନେତ୍ରୀ ଭୂମିକା ଦାସ ଓ ଦିବ୍ୟା ମହାନ୍ତିଙ୍କ ଦ୍ୱାରା ହୋଟେଲ୍ ଦ ନ୍ୟୁ ମାରିୟନରେ ଉଦ୍ଘାଟିତ ହୋଇଯାଇଛି । ଏହି ପ୍ରଦର୍ଶନୀ ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ସୂକ୍ଷ୍ମ ପାରମ୍ପରିକ ସିଲ୍କ, କଟନ ଓ ବୁଣାକାରମାନଙ୍କ ଉତ୍ପାଦଗୁଡିକୁ ପ୍ରୋତ୍ସାହିତ କରିବା ଏବଂ […]