ବ୍ଲକ ସ୍ତରୀୟ ଶିଶୁ ମେଳା ୨୦୨୩ ଅନୁଷ୍ଠିତ…
ଜଗତସିଂହପୁର, ୧୫ ନଭେମ୍ବର : ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ କଂଟିଲୋ ପଂଚାୟତ ଘଡିମୂଳ ନରାୟଣୀ ପଡିଆରେ ବ୍ଲକ ସ୍ତରୀୟ ଶିଶୁ ମେଳା ୨୦୨୩ ଅନୁଷ୍ଠିତ ହୋଇଯାଇଛି । ସୌଭାଗ୍ୟ କୁମାର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ସରକାରୀ ଦଳର ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ଜଗତସିଂହପୁର ସାଂସଦ ଡ଼ା ରାଜଶ୍ରୀ ମଲ୍ଲିକ, […]