ଆସୁଛି ‘ସିତ୍ରାଙ୍ଗ’ । ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ଓ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ତେବେ ଏହି ବାତ୍ୟାର ନାଁ ରହିବ ‘ସିତ୍ରାଙ୍ଗ’ । ଏଥର ଥାଇଲାଣ୍ଡ ଏହି ବାତ୍ୟାର ନାମକରଣ କରିଛି । ବାତ୍ୟାକୁ ନେଇ ଇସିଏମଡବ୍ଲୁଏଫ୍ ଏବଂ ଜିଏଫ୍ଏସ୍ ମଡେଲ ଭିନ୍ନ ଭିନ୍ନ ତଥ୍ୟ ପ୍ରଦାନ କରୁଛନ୍ତି । ବାତ୍ୟାର ଗତିପଥ ଓ […]