ଓଡିଶା

ଜିଲ୍ଲାରେ କାର୍ଯ୍ୟରତ କର୍ମଚାରୀ ଓ କ୍ଷେତ୍ର କର୍ମଚାରୀଙ୍କ ବଦଳି ସମୟ କେତେ ବର୍ଷ ?

ଗଜପତି, (ଏଫ୍ ଟୁ ଏସ୍ /ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ଜଳଛାୟା ପ୍ରକଳ୍ପ ନିଦେ୍ର୍ଦଶକଙ୍କ କାର୍ଯ୍ୟାଳୟ ତଥା ମୃତ୍ତିକା ସଂରକ୍ଷଣ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କ ବଦଳି କେବେ ? ଏ ପ୍ରଶ୍ନ କରିଛନ୍ତି ଜନସାଧାରଣ ତଥା ବୁଦ୍ଧିଜୀବୀ । ଉଭୟ ବିଭାଗରେ ଦୀର୍ଘ ଦଶବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟରତ କର୍ମଚାରୀଙ୍କୁ ଅନ୍ୟତ୍ର ବଦଳି ହେଉନଥିବା ଅଭିଯୋଗ ହୋଇଛି । ସରକାରଙ୍କ ନିୟମ ଅନୁସାରେ ପ୍ରତି ତିନି ବର୍ଷରେ କାର୍ଯ୍ୟରତ […]

ଓଡିଶା

ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲା ଓଡ଼ିଶା ରାଜ୍ୟ ମୃତ୍ତିକା ସଂରକ୍ଷଣ ଅଧିକାରୀ ସଙ୍ଘ

ଗଜପତି : ଓଡ଼ିଶା ରାଜ୍ୟ ମୃତ୍ତିକା ସଂରକ୍ଷଣ ଅଧିକାରୀ ସଙ୍ଘ ଗଜପତି ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଗଜପତି ଜିଲ୍ଲାରେ କାର୍ଯ୍ୟରତ ମୃତ୍ତିକା ସଂରକ୍ଷଣ ସେବା ସଂଘର ସଦସ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ସୁରେଶ କୁମାର ପଟ୍ଟନାୟକ, ସହକାରୀ ନିର୍ଦ୍ଦେଶକ ମୃତ୍ତିକା ସଂରକ୍ଷଣ ସତ୍ୟେନ୍ଦ୍ର ରାଇକା, ଶରତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଏହି ଦାବିପତ୍ର ପ୍ରଦାନ କରିଛନ୍ତି । ଦୀର୍ଘ ୧୫ ବର୍ଷ ଧରି ବିଭାଗୀୟ […]