ଓଡିଶା

କାର୍ଗିଲ ବିଜୟ ଦିବସ: କାର୍ଗିଲ ଯୁଦ୍ଧରେ ଓଡ଼ିଶାର ପ୍ରଥମ ସହିଦ ଗୋପୀନାଥଙ୍କୁ ଝୁରୁଛି ଜନ୍ମମାଟି

ସାଲେପୁର, (ଏଫ୍ଟୁଏସ୍/ଅଭୟ ଜେନା) : ପାଳିତ ହୋଇଛି କାର୍ଗିଲ ବିଜୟ ଦିବସ । କାର୍ଗିଲ ଯୁଦ୍ଧରେ ଓଡିଶାରୁ ପ୍ରଥମ ସହିଦ ହୋଇଥିଲେ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଜନାର୍ଦ୍ଦନପୁର ଗ୍ରାମର ଗୋପୀନାଥ ମହାରଣା । ଗୋପୀନାଥ ମାତ୍ର ୧୮ବର୍ଷ ବୟସରେ ୫୨୮ବାଟାଲିୟନରେ ଯୋଗ ଦେଇ ଡ୍ରାଇଭର ଭାବରେ କାର୍ଯ୍ୟ କରୁଥିଲେ । କାର୍ଗିଲ ଯୁଦ୍ଧ ସମୟରେ ଅସ୍ତ୍ର, ଶସ୍ତ୍ର ଓ ଗୋଳାବାରୁଦ ନେଇ ଯାଉଥିବା ବେଳେ ୧୯୯୯ ମସିହା ମେ ମାସ ୧୯ ତାରିଖରେ ଶତ୍ରୁପକ୍ଷର ଗୁଳିରେ […]