୭୭ ବର୍ଷରେ କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧି…
ବ୍ୟୁରୋ ରିପୋର୍ଟ, ୦୯/୧୨ : ୭୭ ବର୍ଷରେ ପଦାର୍ପଣ କଲେ କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧିଙ୍କ । ସେଥିପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭକାମନାର ସୁଅ ଛୁଟୁଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି । ସେ ତାଙ୍କ ସୋସିଆାଲ ମିଡିଆରେ ସୋନିଆଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି । ସେହିପରି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ସାଧାରଣ ସମ୍ପାଦକ କେସି ଭେନୁଗୋପାଳ ଓ ଡିଏମ୍କେ […]