ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ
ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମେତ ବହୁ ଆଗ ଧାଡ଼ିର ନେତା ଜୟନ୍ତୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ଟୁଇଟ୍ କରି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଲେଖିଛନ୍ତି, “ଜୟନ୍ତୀ ପଟ୍ଟନାୟକଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ । ସେ ପୂର୍ବତନ ସାଂସଦ ତଥା ବିଶିଷ୍ଟ ସାମାଜିକ କର୍ମୀ ଥିଲେ । ନିଜ ସେବା ତଥା ନିଷ୍ଠା ମାଧ୍ୟମରେ ରାଜ୍ୟବାସୀଙ୍କୁ ଭଲ ପାଉଥିଲେ । […]