ଓଡିଶା

ଲମ୍ବାଗୁଡ୍ରି ଆଶ୍ରମ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା

କନ୍ଧମାଳ, ୧୦/୧ (କୁନା ଦିଗାଲ) : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ୍ ଅନ୍ତର୍ଗତ ଦୁତିମେଣ୍ଡି ପଂଚାୟତର ଲମ୍ବାଗୁଡ୍ରି ଆଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କୁମାର ଚନ୍ଦ୍ର ପାଢ଼ୀଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦୁଇ ଦିନିଆ ବାର୍ଷିକ କ୍ରୀଡ଼ା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାକୁ ସୁଚାରୁରୂପେ ତୁଲେଇବା ପାଇଁ ସହକାରୀ ଶିକ୍ଷକ ବୈଦ୍ୟନାଥ ପାଟଯୋଶୀ, ଶିକ୍ଷକ ସୁକାନ୍ତ କୁମାର ସାହୁ, ଶିକ୍ଷକ ରୋହିତ କୁମାର ବେହେରା, ଶିକ୍ଷୟିତ୍ରୀ ରୁତୁପୂର୍ଣ୍ଣା ରଥ, ଶିକ୍ଷୟିତ୍ରୀ ସ୍ମୁତି ତନ୍ମୟୀ ପଣ୍ଡା […]

ଓଡିଶା

ରାଜପୁର ସରକାରୀ ସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ…

ଧର୍ମଗଡ, ୧୩/୧୨ (ନିକୁଞ୍ଜ ଚାଲାନ୍) : ଜୁନାଗଡ଼ ବ୍ଲକ ଅନ୍ତର୍ଗତ ରାଜପୁର ସରକାରୀ ଉର୍ଣ୍ଣିତ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଚଳିତ ବର୍ଷର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍କୁଲ କର୍ତ୍ତୃପକ୍ଷ ରାଜପୁର ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା ଡୋ କରି ଦେବୀଙ୍କ ପୀଠରୁ ମଶାଲ ଆଣି ବାର୍ଷିକ କ୍ରୀଡା ଉତ୍ସବରେ ସ୍ଥାପନ କରିଥିଲେ । ଏହି କ୍ରୀଡା ପ୍ରତିଯୋଗିତାରେ ସ୍ଥାନୀୟ ସରପଞ୍ଚ ଗଜିନ୍ଦ୍ର ମାଝି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବାର୍ଷିକ […]