ପିତୃ ତର୍ପଣର ଅନ୍ତିମ ଦିବସ ହେଉଛି ମହାଳୟା ଅମାବାସ୍ୟା
ଆଶ୍ୱିନ ମାସର ପ୍ରଥମ ପକ୍ଷ “ପିତୃ ପକ୍ଷ” ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ପାଳିତ । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ । ସୂର୍ଯ୍ୟ କନ୍ୟା […]