ଓଡିଶା

ବଢୁଛି ପାରଦ । ଅସହ୍ୟ ରାଜ୍ୟବାସୀ…

କଲବଲ କରୁଛି ଅସହ୍ୟ ତାତି । ତାତିରୁ ନିସ୍ତାର ପାଇଁ ରାଜ୍ୟବାସୀ ଆଉଟୁପାଉଟୁ । ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା କେଉଁଠି ହେଲେ ତାତିରୁ ନିସ୍ତାର ନାହିଁ । ଆସନ୍ତା ୨ଦିନ ଭିତରେ ତାପମାତ୍ରା ୪ରୁ ୫ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ସେହିପରି ରାତି ତାପମାତ୍ରା ମଧ୍ୟ ୨ରୁ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏପରିକି କେତେକ […]

ଓଡିଶା

ଆଜିଠାରୁ ଏପ୍ରିଲ ୧୬ ତାରିଖ ଯାଏଁ ରାଜ୍ୟର ସବୁ ସ୍କୁଲକୁ ଛୁଟି

ପ୍ରବଳ ଗ୍ରୀଷ୍ଣ ପ୍ରବାହ ପାଇଁ ଆଜିଠାରୁ ଏପ୍ରିଲ ୧୬ ତାରିଖ ଯାଏଁ ରାଜ୍ୟର ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । କୋଭିଡ୍ ଓ ହିଟୱେଭକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରି ଏହି ନିଷ୍ପତ୍ତି ନେଇଛନ୍ତି । ଗତ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଉପରମୁହାଁ ହେବାରେ ଲାଗିଛି […]

ଓଡିଶା ଟ୍ରେଣ୍ଟିଂ

ଓଡିଶାରେ ସ୍ଥଳଭାବ ଛୁଇଁବନି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ । ବାତ୍ୟା ପ୍ରସ୍ତୁତି ପାଇଁ ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

ଓଡ଼ିଶାରେ ସ୍ଥଳଭାବ ଛୁଇଁବନି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ । ଏ ନେଇ ପୂର୍ବାନୁମାନ କଲା ଭାରତୀୟ ପାଣିପାଗ ବିଭାଗ । ଓଡ଼ିଶା ଉପକୂଳରୁ ସମାନ୍ତରାଳ ଭାବେ ଗତି କରିବା ନେଇ ପୂର୍ବାନୁମାନ କରିଛି ଆଇଏମଡି । ଉତ୍ତର ଓ ଉତ୍ତରପୂର୍ବ ଦିଗରେ ଗତି କରି ବାତ୍ୟା ପଶ୍ଚିମବଙ୍ଗ- ବାଂଲାଦେଶ ଆଡକୁ ମୁହାଁଇବ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବର୍ତ୍ତମାନ ସକ୍ରିୟ ଥିବା ଲଘୁଚାପ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ […]

ଓଡିଶା

ପଞ୍ଚାୟତ ନିର୍ବାଚନ ପାଇଁ ଲାଗୁ ହେଲା ସାନି ଗାଇଡଲାଇନ

ନିର୍ବାଚନ ପ୍ରଚାର ପାଇଁ ଏସଆରସି ନିଜର ୫ତାରିଖର ନିର୍ଦ୍ଦେଶନାମାକୁ ବଦଳାଇ କରୋନା କଟକଣାକୁ କଠୋର କରିବା ସହ ଆଜି ସାନି ଗାଇଡଲାଇନ୍ ଜାରି କରିଛନ୍ତି । ୫ତାରିଖରେ ଏସଆରସିଙ୍କ ଦ୍ୱାରା ଜାରି ନିର୍ଦ୍ଦେଶରେ ରାଜନୈତିକ କାର୍ଯ୍ୟକ୍ରମ, ରାଲି, ବୈଠକ ଆଦିରେ ସର୍ବାଧିକ ୧୦୦ ଜଣ ଅବା କୋଠରୀରେ ସିଟ୍ କ୍ଷମତାର ୫୦ ପ୍ରତିଶତ ପର୍ଯ୍ୟନ୍ତ ଲୋକଙ୍କୁ ସାମିଲ ହେବାକୁ ଅନୁମତି ମିଳିଥିଲା । କିନ୍ତୁ ନିର୍ବାଚନ କମିଶନରଙ୍କ ଚିଠି ପରେ ଏସଆରସି ଆଜି ପୂର୍ବର ଏହି ନିଷ୍ପତ୍ତିକୁ […]