ଗତ ୨୦ ବର୍ଷ ମଧ୍ୟରେ ଗଣମାଧ୍ୟମର କ୍ରମବିକାଶ ଘଟିଛି – ମେୟର
ଭୁବନେଶ୍ୱର, ୧୭/୧୧ (ଅଭିଜିତ୍ ସିଂ) : ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଜାତୀୟ ଗଣମାଧ୍ୟମ ଦିବସ ପାଳିତ ହୋଇଯାଇଛି । ବିଏମ୍ସି ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଏହି ଉପଲକ୍ଷେ ଆୟୋଜିତ ସଭାରେ ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ ଅଧ୍ୟକ୍ଷତା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଶ୍ରୀ ବିରଂଚି ନାରାୟଣ ମହାସୂପକାର, ଅତିରିକ୍ତ କମିଶନର ଶ୍ରୀ ଶୁଭେନ୍ଦୁ କୁମାର ସାହୁଙ୍କ ସମେତ କର୍ପୋରେଟରମାନେ ମଂଚାସୀନ ଥିଲେ ।ଜାତୀୟ ଗଣମାଧ୍ୟମ ଦିବସ ଅବସରରେ […]