କାଲିଠୁ ଗ୍ରୀଷ୍ମ ଛୁଟି । ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର ।
ବ୍ୟୁରୋ ରିପୋର୍ଟ : ଅସହ୍ୟ ତାତିରେ ସିଜୁଛି ସାରା ଓଡିଶା । ସକାଳ ୮ଟାରୁ ଆକାଶରୁ ନିଆଁ ବର୍ଷୁଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆସନ୍ତାକାଲିଠୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରାଯାଇଛି । ଆଗୁଆ ଗ୍ରୀଷ୍ମକାଳୀନ ଛୁଟି ଘୋଷଣାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ପ୍ରବଳ ତାତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସ୍କୁଲ ଗୁଡ଼ିକୁ ଛୁଟି […]