ଓଡିଶା

ଆହୁରି ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ

ରାଜ୍ୟରେ ଆହୁରି ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ । ଆସନ୍ତାକାଲିଠାରୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ରାଜ୍ୟକୁ ଉତ୍ତପ୍ତ ଶୁଷ୍କବାୟୁ ପ୍ରବାହିତ ହେବାର ସମ୍ଭାବନା ରହିଛି । ଫଳରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇପାରେ । ତେଣୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ଦିନ ରାଜ୍ୟର ୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ […]