ଓଡିଶା

କାଲିଠୁ ୟୁଜି, ପିଜି କ୍ଲାସ୍ ବନ୍ଦ ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ

ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । କାଲିଠୁ ୟୁଜି, ପିଜି କ୍ଲାସ୍ ବନ୍ଦ ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ । ଆସନ୍ତାକାଲିଠୁ ୨ ତାରିଖ ପର୍ଯ୍ୟନ୍ତ ପାଠପଢା ବନ୍ଦ ରହିବ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ପାଇଁ ଏହି ନିୟମ ଲାଗୁ ହୋଇଛି । ସୂଚନାଯୋଗ୍ୟ, ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ […]