ସୁନାବେଶ ଏବଂ ଅଧରପଣାରେ ପୁରୀକୁ ୭୬ ଟି ସ୍ୱତନ୍ତ୍ର ଟ୍ରେନ…
ମହଣ ମହଣ ରତ୍ନ ଅଳଙ୍କାରରେ ଆଭୂଷିତ ହେବେ ମହାବାହୁବ୍ୟୁରୋ, (ଏଫ୍ଟୁଏସ୍) ୧୬/୦୭ : ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ । ନବଦିନାତ୍ମକ ଲୀଳାଖେଳା ସାରି ପବିତ୍ର ଆଷାଢ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି । ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରେ ପହଞ୍ଚିଛନ୍ତି । ସିଂହଦ୍ୱାରରେ ରଥାରୂଢ଼ […]