ସୁରମା ହେବେ ବାଚସ୍ପତି !
ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ । ବାଚସ୍ପତି ପ୍ରାର୍ଥୀ ଭାବେ ଆଜି ସେ ନାମାଙ୍କନ ଦାଖଲ କରିଛନ୍ତି । ସୁରମା ପାଢ଼ୀ ନାମାଙ୍କନ ପତ୍ର ଦାଖଲ କରିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ ବିଜେପିର ବରିଷ୍ଠ ବିଧାୟକମାନେ ଉପସ୍ଥିତ ଥିଲେ । ଆଜି ବାଚସ୍ପତି ପ୍ରାର୍ଥୀ ପାଇଁ ବିଜେପିର ବିଧାୟକ ଦଳ ବୈଠକ ବସିଥିଲା । କାହାକୁ […]