ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ
ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ । ଭଞ୍ଜନଗର ନିର୍ବାଚନ ମଣ୍ଡଳୀରୁ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଶ୍ରୀ ଆରୁଖ ଶାସକ ଦଳ ପକ୍ଷରୁ ବାଚସ୍ପତି ପାଇଁ ନାମାଙ୍କନ ଦାଖଲ କରିଥିଲେ । ଏଥିପାଇଁ ଆଜି ବିଧାନସଭାରେ ସ୍ୱତନ୍ତ୍ର ଅଧିବେଶନ ବସିଥିଲା । ଗୃହରେ ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ଆଣିଥିଲେ । ଉପ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ନିର୍ଦ୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ, ଶ୍ରୀ ଆରୁଖଙ୍କ […]