ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ କେନ୍ଦ୍ର ସରକାର… ଅପରାହ୍ନରେ ଶିବାଜୀ ପାର୍କରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସୁର ସାମ୍ରାଜ୍ଞୀଙ୍କ ହେବ ଶେଷକୃତ୍ୟ
ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ କେନ୍ଦ୍ର ସରକାର ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି । ଏ ନେଇ ୨ ଦିନ ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ । କରୋନା ଆକ୍ରାନ୍ତ ହେବା ପରେ ସେ ଦୀର୍ଘ ୨୯ ଦିନ ଧରି ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ . ଆଉ ଶେଷରେ ଆଜି ଶେଷ ନିଶ୍ୱାସ […]