ଓଡିଶା

ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମେତ ବହୁ ଆଗ ଧାଡ଼ିର ନେତା ଜୟନ୍ତୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ଟୁଇଟ୍ କରି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଲେଖିଛନ୍ତି, “ଜୟନ୍ତୀ ପଟ୍ଟନାୟକଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ । ସେ ପୂର୍ବତନ ସାଂସଦ ତଥା ବିଶିଷ୍ଟ ସାମାଜିକ କର୍ମୀ ଥିଲେ । ନିଜ ସେବା ତଥା ନିଷ୍ଠା ମାଧ୍ୟମରେ ରାଜ୍ୟବାସୀଙ୍କୁ ଭଲ ପାଉଥିଲେ । […]

ଓଡିଶା

ପୁରୀରେ ହେବ ଓଡିଶାର ପ୍ରଥମ ମହିଳା ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କ ଶେଷକୃତ୍ୟ

ଓଡିଶାର ପ୍ରଥମ ମହିଳା ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କର ଗତକାଲି ପରଲୋକ ହୋଇଛି । ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ କରାଯିବାର କାର୍ଯ୍ୟକ୍ରମ ରହିଛି । ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ୯୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି । ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କ ଶେଷଦର୍ଶନ ପରେ କଂଗ୍ରେସ ଭବନରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ସେଠାରେ ଦଳୀୟ ନେତା ଓ କର୍ମୀ ସ୍ବର୍ଗତଃ ଜୟନ୍ତୀ ପଟ୍ଟନାୟକଙ୍କୁ ଅନ୍ତିମ ବିଦାୟ ଜଣାଇଛନ୍ତି […]