ନୂଆ ରୂପରେ ସଜେଇ ହୋଇଛି ମା’ ତାରାତାରିଣୀଙ୍କ ପୀଠ
ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ମିଳିଲା ନୂଆ ରୂପରେଖ । ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ପୀଠରେ ଚାଲିଛି ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ । ଏହି ଉତ୍ସବରେ ଯୋଗ ଦେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ । ସେ ମନ୍ଦିରରେ ପ୍ରଥମେ ମା’ଙ୍କୁ ଦର୍ଶନ କରିବା ସହ ମୁଖ୍ୟ ପୁରୋଧା ସାଜି ପ୍ରତିଷ୍ଠା ଦିବସରେ ବସିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ତାରାତାରିଣୀ ପୀଠରେ ନୂଆ ସ୍ନାନ ମଣ୍ଡପ, ଦୀପ […]