ୱେବ ମିଡିଆ ତର୍ଜ୍ଜମାର ଆପ ଉନ୍ମୋଚନ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ
ବେଗୁନିଆପଡା ବ୍ଲକ ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ୱେବ ମିଡ଼ିଆ ତର୍ଜମାର ଆପ ଉନ୍ମୋଚନ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ ଆପ ଉନ୍ମୋଚନ କରିଥିଲେ । କାର୍ଯ୍ୟକ୍ରମରେ ବ୍ଲକ ବିଜେଡି ସଭାପତି ବିଜୟ କୁମାର ଦୋରା, ଏବିଡ଼ିଓ ନିରଞ୍ଜନ ବେହେରା, ସାମ୍ବାଦିକ ଦେବହରି ବେହେରା, ଜିଲ୍ଲା ପରିଷଦ ସଦସ୍ୟ ମନୋଜ କୁମାର ପାଣ୍ଡୀ, ପୂର୍ବତନ ଜିଲ୍ଲା […]