ଗଜପତି ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲା କଂଗ୍ରେସ
ଗଜପତି : ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଗଜପତି ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଗଜପତି ଜିଲ୍ଲାର ବିଭିନ୍ନ ବ୍ଲକରେ କଂଗ୍ରେସ ତରଫରୁ ବ୍ଲକ କାର୍ଯ୍ୟାଳୟ ଘେରାଉ ହୋଇଛି । ଗଜପତି ଜିଲ୍ଲାର ମୋହନା ନିର୍ବାଚନ ମଣ୍ଡଳୀର ଚାରିଗୋଟି ବ୍ଲକକୁ କଂଗ୍ରେସ ଜିଲ୍ଲା ସଭାପତି ତଥା ମୋହନା ବିଧାୟକ ଦାସରଥି ଗମାଙ୍ଗ ପରିଚାଳିତ କରିଥିଲେ । ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ତିନୋଟି […]