ରେକର୍ଡ କଲେ ଏଜାଜ୍, ଭାରତର ପ୍ରଥମ ଇନିଂସରେ ଏକାକୀ ହାସଲ କଲେ୧୦ ଉଇକେଟ
ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇତିହାସ ରଚିଛନ୍ତି ଭାରତୀୟ ବଂଶୋଦ୍ଭବ ଏଜାଜ ପଟେଲ । ଭାରତର ପ୍ରଥମ ଇନିଂସରେ ଏକାକୀ ସମସ୍ତ ୧୦ ଉଇକେଟ ଅକ୍ତିଆର କରି ଅନୀଲ କୁମ୍ବଲେଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି ଏଜାଜ । ଏହା ବ୍ୟତୀତ ସେ ଭାରତରେ ଗୋଟିଏ ଇନିଂସରେ ସର୍ବାଧିକ ଉଇକେଟ ନେଇ ବିଶ୍ୱର ତୃତୀୟ ବୋଲର ଭାବେ ଟେଷ୍ଟ କ୍ରିକେଟରେ ପରଫେକ୍ଟ ଟେନ୍ ବ୍ୟାଟସମ୍ୟାନଙ୍କୁ ଆଉଟ କରିବାରେ ସଫଳ ହୋଇଛନ୍ତି । ମୁମ୍ବାଇରେ ଜନ୍ମ ଗ୍ରହଣ କରିଥିବ […]