ଓଡିଶା ଯ଼ୋଗାଯ଼ୋଗ

୧୨ ବର୍ଷରେ ପଦାର୍ପଣ କଲା “ଦି ଇଣ୍ଟରଭ୍ୟୁ ଟାଇମ୍ସ୍” । ୨୦ ଜଣ ପ୍ରେରଣାଦାୟୀ ବ୍ୟକ୍ତିବିଶେଷଙ୍କୁ ମିଳିଲା “ଶ୍ରେଷ୍ଠ- ୨୦ ଓଡ଼ିଶାର ପ୍ରେରଣାଦାୟୀ ବ୍ୟକ୍ତିତ୍ୱ” ସମ୍ମାନ…

ଭୁବନେଶ୍ୱର : ରାଜ୍ୟର ଅଗ୍ରଣୀ ମାସିକ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୧୨ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ଡ଼କ୍ଟର ଅଚ୍ୟୁତ୍ ସାମନ୍ତ ଯୋଗ ଦେଇ “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୧୨ବର୍ଷର ଯାତ୍ରାର ଅଭିଯାନକୁ ଭୂୟଂସୀ ପ୍ରଶଂସା କରିବା ସହ ସମାଜର ପ୍ରଗତି କ୍ଷେତ୍ରରେ ଅନନ୍ୟ ପଦକ୍ଷେପ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉଦ୍ଘାଟକ ଭାବେ ପଦ୍ମବିଭୂଷଣ ସୁଦର୍ଶନ ସାହୁ […]