“ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମର ଶୁଭାରମ୍ଭ…
ଭୁବନେଶ୍ୱର, ୧୩/୧୨ (ଅଭିଜତ୍ ସିଂ) : “ଥିଲେ ଦିଅ, ନଥିଲେ ନିଅ” ଆନ୍ଦୋଳନର ପ୍ରବର୍ତ୍ତକ ବିଶିଷ୍ଟ ସାହିତ୍ୟିକ, ସମାଜସେବୀ, ଶ୍ରମିକନେତା ଶ୍ରୀଯୁକ୍ତ ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଚଳିତ ବର୍ଷ ପୁରୁଣା ବସ୍ତ୍ର ଏବଂ ନୂତନ ବସ୍ତ୍ର ସଂଗ୍ରହ ଅଭିଯାନ ଭୁବନେଶ୍ୱର ବାପୁଜୀନଗର ସ୍ଥିତ ପ୍ୟାରିସ୍ ବେକରୀ ଆଉଟ୍ ଲେଟ୍ ଠାରେ ଅନୁଷ୍ଠିତ ହୋଇଛି । କିଛି ବର୍ଷ ହେବ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପୁରୁଣା ଓ ନୂତନ […]