ଓଡିଶା

ପରପାରିରେ ଖଲ୍ଲିକୋଟ ରାଣୀ; ୧୦ ଥର ବିଧାୟିକା ହୋଇଛନ୍ତି ଭି. ସୁଜ୍ଞାନ କୁମାରୀ ଦେଓ…

ବେଗୁନିଆପଡା, ୧୦/୧ (ବାପୁନି କୁମାର ମାଲୁ) : ପରପାରିରେ ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓ । ୮୭ ବର୍ଷ ବୟସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ସୁଜ୍ଞାନ କୁମାରୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଥିଲେ । ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ । […]