ଓଡିଶା

ପରପାରିରେ ଅଭିନେତା ମିହିର ଦାସଙ୍କ ସାନପୁଅ

ବ୍ୟୁରୋ: ଲୋକପ୍ରିୟ ଅଭିନେତା ସ୍ୱର୍ଗତ୍ ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି । ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୨୬ବର୍ଷ ହୋଇଥିଲା । ଲିଭର ଜନିତ ସମସ୍ୟା ନେଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଥିବାବେଳେ ତାଙ୍କର ପରଲୋକ ହୋଇଛି । କଟକ ସତୀଚଉରାରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ଅକ୍ଲାନ୍ତଙ୍କ ବଡ଼ ଭାଇ ଅମ୍ଲାନ ତାଙ୍କୁ ମୁଖାଗ୍ନି ଦେଇଥିଲେ ।  ୨୦୨୨ ମସିହା ଜାନୁଆରୀ […]