ଓଡିଶା

ଭିଜିଲାନ୍ସ ଜାଲରେ OSRTC ମୁଖ୍ୟ ଆକାଉଣ୍ଟସ୍ ଅଫିସର୍…

ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟଙ୍କ ଘର ଓ କାର୍ଯ୍ୟାଳୟ ସମେତ ୬ଟି ଏବଂ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି । ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି । ଭୁବନେଶ୍ୱର ନନ୍ଦନ ବିହାର ସ୍ଥିତ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ ନମ୍ବର ୩୦୧, ଟାଓ୍ବାର-୬, ଜେଡ-୧ ଇଷ୍ଟେଟ୍‌, ପଳାଶୁଣୀରେ ଥିବା ଦୁଇଟି ଦୁଇମହଲା କୋଠା, […]

ଓଡିଶା

ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ଟିମ୍…

ନୀଳଗିରି ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ଟିମ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ବାରିପଦାରେ ବିଡିଓ ରହିଥିବାବେଳେ ଓଏମବିଏଡିସି ଫଣ୍ଡସରେ ଦୁର୍ନୀତି କରିଥିବା ନେଇ ଅଭିଯୋଗ ହୋଇଛି । ବିଡିଓ ଥିବା ସମୟରେ, ପରୀକ୍ଷିତ ଜେନା ୧ କୋଟି ୧ ଲକ୍ଷ ୩ ହଜାର ୨୧୫  ଟଙ୍କା ଠକେଇ କରିଥିବା ନେଇ ପ୍ରମାଣ ମିଳିବା ପରେ ଚଢ଼ାଉ କରିଛି ଭିଜିଲାନ୍ସ […]

ଓଡିଶା

ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ…

ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ… ଭିଜିଲାନ୍ସ ପଞ୍ଝାରେ ଖୋର୍ଦ୍ଧା ବୋଲଗଡ଼ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ । ୧୯ ହଜାର ୨୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡି ବସିଛି ଭିଜିଲାନ୍ସ ଟିମ୍ । ବୋଲଗଡ଼ର ଖଙ୍ଗୁରିଆ ପଞ୍ଚାୟତରେ ନିର୍ମାଣାଧୀନ କୋଠଘର ବିଲ କରିବା ନିମନ୍ତେ ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ଲାଞ୍ଚ ମାଗିଥିଲେ ନୃସିଂହ । ଅଭିଯୋଗକାରୀ ଦାମୋଦର ନାୟକଙ୍କ ଅଭିଯୋଗକ୍ରମେ ଭୁବନେଶ୍ୱର ଭିଜିଲାନ୍ସ ଡିଏସପି ମମତା ପ୍ରଧାନ ଓ ନୟାଗଡ ଭିଜିଲାନ୍ସ […]