ଓଡିଶା

ଭିଜିଲାନ୍ସ ଜାଲରେ OSRTC ମୁଖ୍ୟ ଆକାଉଣ୍ଟସ୍ ଅଫିସର୍…

ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟଙ୍କ ଘର ଓ କାର୍ଯ୍ୟାଳୟ ସମେତ ୬ଟି ଏବଂ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି । ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି । ଭୁବନେଶ୍ୱର ନନ୍ଦନ ବିହାର ସ୍ଥିତ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ ନମ୍ବର ୩୦୧, ଟାଓ୍ବାର-୬, ଜେଡ-୧ ଇଷ୍ଟେଟ୍‌, ପଳାଶୁଣୀରେ ଥିବା ଦୁଇଟି ଦୁଇମହଲା କୋଠା, […]

ଓଡିଶା

ବନ୍ଧା ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ…

ବନ୍ଧା ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପ୍ରଦୀପଙ୍କୁ ଗିରଫ କରିଛି । ଶୁକ୍ରବାର ଅତିରିକ୍ତ ଯୋଗାଣ ଅଧିକାରୀ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା । ଭୁବନେଶ୍ୱର, କଟକ ଓ କେନ୍ଦ୍ରାପଡ଼ାର ୫ଟି ଠିକଣାରେ ଚଢାଉ କରାଯାଇଥିଲା । ପ୍ରଦୀପଙ୍କ ନାଁରେ ଭୁବନେଶ୍ୱର ଓ କଟକରେ ଦୁଇଟି ବିଲ୍ଡିଂ ଠାବ କରାଯାଇଛି । ଏହାଛଡ଼ା ଟ୍ୱିନସିଟିରେ ଦୁଇଟି ପ୍ଲଟ ମଧ୍ୟ ରହିଛି […]