ଓଡିଶା

ଲ୍ୟାଣ୍ଡ ଡେଭେଲପମେଣ୍ଟ ନାମରେ ଦୁର୍ନୀତି, ଖାଇଗଲେ ଲକ୍ଷ ଲକ୍ଷ ଟଙ୍କା…

ବେଗୁନିଆପଡା, (ଏଫ୍ଟୁଏସ୍/ ବାପୁନି କୁମାର ମାଲୁ) : ଜମି ସମତୁଲ ଯୋଜନାରେ ଦୁର୍ନୀତି । ଏହି ଯୋଜନାରେ ଜଣେ ହିତାଧିକାରୀଙ୍କ ଟଙ୍କା ଅନ୍ୟ ଜଣେ ହିତାଧିକାରୀଙ୍କ ଆକାଉଣ୍ଟକୁ ଚାଲିଗଲା । ତେବେ ପ୍ରକୃତ ହିତାଧିକାରୀଙ୍କୁ ଭୁଆଁ ବୁଲାଇ ଦେଲେ ସରକାରୀ କର୍ମଚାରୀ । ସରକାରୀ କର୍ମଚାରୀ ଓ ଗାଁ କୁଜି ନେତା ତଥା କିଛି ମୁଷ୍ଟିମେୟ ଲୋକେ ଏଥିରେ ସାମିଲ ହୋଇ ସରକାରୀ ଅର୍ଥକୁ ବାଟମାରଣା କରୁଥିବା ଅଭିଯୋଗ ହୋଇଛି । ଏଭଳି ଚଞ୍ଚକତା ଘଟଣା ଘଟିଛି […]

ଓଡିଶା

ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ଟିମ୍…

ନୀଳଗିରି ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ଟିମ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ବାରିପଦାରେ ବିଡିଓ ରହିଥିବାବେଳେ ଓଏମବିଏଡିସି ଫଣ୍ଡସରେ ଦୁର୍ନୀତି କରିଥିବା ନେଇ ଅଭିଯୋଗ ହୋଇଛି । ବିଡିଓ ଥିବା ସମୟରେ, ପରୀକ୍ଷିତ ଜେନା ୧ କୋଟି ୧ ଲକ୍ଷ ୩ ହଜାର ୨୧୫  ଟଙ୍କା ଠକେଇ କରିଥିବା ନେଇ ପ୍ରମାଣ ମିଳିବା ପରେ ଚଢ଼ାଉ କରିଛି ଭିଜିଲାନ୍ସ […]

ଓଡିଶା

ବିଡିଓଙ୍କ ଘରେ ଭିଜିଲାନ୍ସ ରେଡ୍….

ବିଡିଓଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ ୮ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା, ରାଜ ସୁନାଖଳାରେ […]

ଓଡିଶା

ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ…

ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ… ଭିଜିଲାନ୍ସ ପଞ୍ଝାରେ ଖୋର୍ଦ୍ଧା ବୋଲଗଡ଼ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ । ୧୯ ହଜାର ୨୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡି ବସିଛି ଭିଜିଲାନ୍ସ ଟିମ୍ । ବୋଲଗଡ଼ର ଖଙ୍ଗୁରିଆ ପଞ୍ଚାୟତରେ ନିର୍ମାଣାଧୀନ କୋଠଘର ବିଲ କରିବା ନିମନ୍ତେ ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ଲାଞ୍ଚ ମାଗିଥିଲେ ନୃସିଂହ । ଅଭିଯୋଗକାରୀ ଦାମୋଦର ନାୟକଙ୍କ ଅଭିଯୋଗକ୍ରମେ ଭୁବନେଶ୍ୱର ଭିଜିଲାନ୍ସ ଡିଏସପି ମମତା ପ୍ରଧାନ ଓ ନୟାଗଡ ଭିଜିଲାନ୍ସ […]

ଓଡିଶା

ଧୀରଜ ସାହୁଙ୍କ ଘରେ ବେଆଇନ ଟଙ୍କା ଗଚ୍ଛିତକୁ ନେଇ ଗର୍ଜିଲା ବିଜେପି…

ଜଗତସିଂହପୁର, ୧୨/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ କଂଗ୍ରେସ ରାଜ୍ୟସଭା ସାଂସଦ ଧୀରଜ ସାହୁଙ୍କ ଘରେ ବେଆଇନ ଟଙ୍କା ଗଚ୍ଛିତକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧୀରଜ ସାହୁଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ । ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ନେତୃତ୍ୱରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରୁ ଏଜ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଁଚି ବିକ୍ଷୋଭ ପ୍ରଦର୍ଶନ କରିବା ସହିତ […]

ଓଡିଶା

ବିଦା ହେଲେ କୁବେର ଆଇଆଇସି ସୁଶାନ୍ତ କୁମାର ଶତପଥୀ…

କୋଟପାଡ଼, ୨/୧୨ (ସୁନୀଲ ଦାଶ) : ଚାକିରିରୁ ବହିଷ୍କୃତ ହେଲେ ବୈପାରୀଗୁଡା କୁବେର ଆଇଆଇସି ସୁଶାନ୍ତ କୁମାର ଶତପଥୀ । ଭିଜିଲାନ୍ସ ଜାଲରେ ଧରାପଡ଼ିବା ପରେ ବୈପାରିଗୁଡା ଥାନା ଅଧିକାରୀ ସୁଶାନ୍ତ ଶତପଥୀଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି ଡିଜିପି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବରୁ ଗିରଫ ହୋଇଛନ୍ତି ସୁଶାନ୍ତ । ସୁଶାନ୍ତ ବୈପାରୀଗୁଡ଼ାରୁ ନିଜ କଟକସ୍ଥିତ ସରକାରୀ ବାସଭବନକୁ ଏକ ଘରୋଇ ବସ୍ ଯୋଗେ ଆସୁଥିବା ସମୟରେ ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ […]

ଓଡିଶା

ଭିଜିଲାନ୍ସ ଜାଲରେ ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ…

କୋରାପୁଟ, ୨୯/୧୧ (ସୁନୀଲ ଦାଶ) : ଭିଜିଲାନ୍ସ ଜାଲରେ ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ । ଏକ ଘରୋଇ ରିଲାଏନ୍ସ ନାମକ ବସରେ କଟକ ନିଜ ଘରକୁ ଯାଉଥିବା ବେଳେ ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ ମାଡି ବସିଲା ଜୟପୁର ଭିଜିଲାନ୍ସ ଟିମ୍ । ବସରେ ପଇସା ଧରି ଯାଉଥିବା ବେଳେ ତାଙ୍କ ନିକଟରୁ ଦୁଇ ଲକ୍ଷ ଟଙ୍କା ନଗଦ ଜବତ କରିଛି ଜୟପୁର ଭିଜିଲାନ୍ସ । ଏତେ ପଇସା ସେ କୁଆଡେ ଏବଂ […]

ଓଡିଶା

ରୂପାର ହାତୀ ରଖିଥିଲେ ନୟାଗଡର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର । ସମ୍ପତ୍ତି ଦେଖି ତାଜୁବ ଭିଜିଲାନ୍ସ ଟିମ୍

ନୟାଗଡ : କୁବେର ସମ୍ପତ୍ତିର ମାଲିକ ପୂର୍ବତନ ଯୋଗାଣ ଅଧିକାରୀ । ନୟାଗଡର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ନାୟକଙ୍କ ସମ୍ପତ୍ତି ଦେଖି ତାଜୁବ ଭିଜିଲାନ୍ସ ଅଧିକାରୀ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଚଢ଼ାଉ ବେଳେ ତାଙ୍କର ଅମାପ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ରାଜା ଭଳି […]

ଓଡିଶା

ଭିଜିଲାନ୍ସ ଜାଲରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅରୁଣ କୁମାର ନାୟକ

ବେଗୁନିଆପଡା : ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକର ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅରୁଣ କୁମାର ନାୟକ । ସୂଚନା ଅନୁସାରେ ଏହି ବ୍ଲକର ମଠସରସିଂ ପଞ୍ଚାୟତର ସମିତି ସଭ୍ୟା ପ୍ରତିନିଧି ଝଡିଆ ସ୍ୱାଇଁ ବହୁ ହିତାଧିକାରୀଙ୍କ ଭତ୍ତା କରାଇଦେବା ପାଇଁ ବିଏସ୍ଏସ୍ଓଙ୍କଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଅବଗତ କରାଇଥିଲେ । ହେଲେ ଏଥିରେ ତାଙ୍କୁ କୌଣସି ସୁଫଳ ମିଳିନଥିଲା । ଏପରିକି ଭତ୍ତା କରାଇଦେବା ଲାଗି ତାଙ୍କୁ ବିଏସ୍ଏସ୍ଓ ଲାଞ୍ଚ […]

ଓଡିଶା

୧୧ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତରବାବୁ

ଭିଜିଲାନ୍ସ ଜାଲରେ ସରକାରୀ ଡାକ୍ତରବାବୁ । ଢେଙ୍କାନାଳ ହସ୍ପିଟାଲର ମେଡିସିନ ସ୍ପେସିଆଲିଷ୍ଟ ଡାକ୍ତର ଉମାକାନ୍ତ ଖେଜୁରିଆ, ଏଜେଂଟଙ୍କଠାରୁ ୧୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲେ ଭିଜିଲାନ୍ସ ଅଧିକାରୀ । ଡେଥ କ୍ଲେମ ସାର୍ଟିଫିକେଟ ବା ମୃତ୍ୟୁ ପ୍ରମାଣପତ୍ର ଫର୍ମରେ ଏକ କାଉଣ୍ଟର ଦସ୍ତଖତ କରିଦେବା ପାଇଁ ସେ ଆଜି ଲାଞ୍ଚ ନେଇଥିଲେ । କଟକ ଓ ଢେଙ୍କାନାଳର ଭିଜିଲାନ୍ସ ଟିମ୍ ମିଳିତ ଭାବେ କରିଥିଲେ ଏହି ଚଢାଉ । ସୂଚନା ମୁତାବକ, ଢେଙ୍କାନାଳ ସଦର ବ୍ଲକ […]