କଣ୍ଟାବାଞ୍ଜିରୁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ…
କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିଟିଲାଗଡ଼ ହେଲିପ୍ୟାଡରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେଠାରୁ ଏକ ଶୋଭାଯାତ୍ରାରେ ଯାଇ ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ସମୟରେ ଭି.କେ. ପାଣ୍ଡିଆନ, ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ, ବିଜେଡିର ବରିଷ୍ଠ ନେତା ଏୟୁ ସିଂହଦେଓ ସମେତ ବହୁ ବରିଷ୍ଠ ବିଜେଡି ନେତା ଉପସ୍ଥିତ ଥିଲେ । ନାମାଙ୍କନ ଦାଖଲ ପରେ ସେଠାରୁ ସେ […]