ଆସନ୍ତା ନିର୍ବାଚନ ପୂର୍ବରୁ ଭୋଟର ସଚେତନତା ପାଇଁ ଆୟୋଜିତ ହେଉଛି ପଥ ଉତ୍ସବ..
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହେଉଛି ପଥ ଉତ୍ସବ । ମୋ ଭୋଟ ମୋ ସମ୍ମାନ ସହିତ ନୂତନ ଭୋଟରଙ୍କୁ ଅଭିନନ୍ଦନ ଜଣାଇ ଜଗତସିଂହପୁର ସହରର କଲେଜ ଛକଠାରୁ ଜିଲ୍ଲାପାଳଙ୍କ କାଯ୍ୟାଳୟ ପର୍ଯ୍ୟନ୍ତ ସଚେତନତା ବାର୍ତ୍ତା ନେଇ ୱାକାଥାନକୁ ଉଦଘାଟନ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତ । ଆୟୋଜିତ କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଏଥିରେ ସାମିଲ ହୋଇଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ କାର୍ଯ୍ୟକ୍ରମରେ […]