ଓଡ଼ିଶାକୁ ଅଧିକ ପ୍ରକଳ୍ପ ମଂଜୁରୀ ପାଇଁ ନାବାର୍ଡକୁ ପରାମର୍ଶ…
ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଉଚ୍ଚ କ୍ଷମତା ସଂପନ୍ନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ସମୀକ୍ଷାଭୁବନେଶ୍ୱର, (ଏଫ୍ଟୁଏସ୍) : ୨୦୨୪ -୨୫ ଆର୍ଥିକ ବର୍ଷ ନିମନ୍ତେ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି (ଆରଆଇଡିଏଫ)ର ଉଚ୍ଚ କ୍ଷମତା ସଂପନ୍ନ କମିଟିର ପ୍ରଥମ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । […]