ଓଡିଶା

ପୁଣି ଲଘୁଚାପ…

ବଙ୍ଗୋପସାଗରରେ ସୃଷ୍ଟ ଆଉ ଏକ ଲଘୁଚାପ କ୍ଷେତ୍ର କ୍ରମଶଃ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତିକରି ଦୁଇଦିନ ଭିତରେ ଝାଡଖଣ୍ଡ ଓ ପଶ୍ଚିମବଙ୍ଗ ଅଞ୍ଚଳରେ ପହଞ୍ଚିବ । ଏହା ସମୁଦ୍ର ପତନଠାରୁ ୭.୬ କିଲୋମିଟର ଉପରେ ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି । ଉତ୍ତର ବଙ୍ଗୋପସାଗରରେ ଏ ମାସରେ ତୃତୀୟ ଲଘୁଚାପ […]

ଓଡିଶା

ଲଘୁଚାପ ପ୍ରଭାବରେ ବର୍ଷାରେ ଭିଜିବ ଓଡିଶା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆଜି ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲା ଯଥା- କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଆସନ୍ତା ୧୦ ତାରିଖରେ ୧୧ଟି ଜିଲ୍ଲା ଓ ୧୧ […]

ଓଡିଶା

ରାଜ୍ୟରେ ବଢିବ ଶୀତର ପ୍ରକୋପ, ଦାରିଙ୍ଗବାଡ଼ିରେ ୭.୫ ଡିଗ୍ରି

ଆସନ୍ତା ୫ ଦିନ ଧରି ରାଜ୍ୟର ପାଗ ଶୁଖିଲା ରହିବା ସହିତ ବଢିବ ଶୀତର ପ୍ରକୋପ । ଏହି ସମୟରେ ଉତ୍ତର-ପଶ୍ଚିମ ଓ ଉତ୍ତର ଦିଗରୁ ଓଡିଶାକୁ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବିତ ହେବ । ଏହାର ପ୍ରଭାବରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ୩ରୁ ୪ ଡିଗ୍ରି ଯାଏ ହ୍ରାସ ପାଇବାର ସମ୍ଭାବନା ରହିଛି । ସେହିପରି ୪ରୁ ୫ ଦିନ ପର୍ଯ୍ୟନ୍ତ ରାତିର ସ୍ବାଭାବିକ ତାପମାତ୍ରା ୨ରୁ ୩ ଡିଗ୍ରି […]