ଓଡିଶା

୧୯ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ବ୍ୟୁରୋ ରିପୋର୍ଟ : ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ କିଛି ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି । ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିକେନ୍ଦ୍ରର ସୂଚନା ଅନୁସାରେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ […]

ଓଡିଶା

ଆଜିଠୁ ଉପକୂଳରେ ବର୍ଷାର ପ୍ରଭାବ

ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ଉପକୂଳରେ ବଢିବ ବର୍ଷାର ପ୍ରଭାବ । ଫଳରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇଛି । ସୃଷ୍ଟ ଘୂର୍ଣ୍ଣିବଳୟ ୧୦ ତାରିଖରେ ତାମିଲନାଡ଼ୁର ସ୍ଥଳଭାଗ ଛୁଇଁବ । ଏହାର ଗୋଟିଏ ଅଂଶ ୧୨ ତାରିଖରେ ଆରବ ସାଗରରେ ପହଞ୍ଚିବ । ୧୪ […]

ଓଡିଶା

ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ସନ୍ଧ୍ୟା ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ […]