ଓଡିଶା

ପୁଣି ଚିନ୍ତା ବଢାଇଲାଣି ସକ୍ରିୟ ଘୂର୍ଣ୍ଣିବଳୟ ; ୪ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବନ୍ୟା ଜଳସ୍ତର କମୁଥିବାବେଳେ ଏବେ ପୁଣି ଚିନ୍ତା ବଢାଇଲାଣି ସକ୍ରିୟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଏ ନେଇ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ପାରାଦୀପ ରାଡାରରୁ […]