ଓଡିଶା ଦେଶ ବିଦେଶ

ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ବାଲେଶ୍ବର : ବାହାନଗାରେ ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଘଟଣାସ୍ଥଳରେ ପହଞ୍ଚିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି ମମତା । ଗୋଟିଏ ଟ୍ରେନ୍ ପଶ୍ଚିମବଙ୍ଗରୁ ଆସୁଥିଲା ଆଉ ଏକ ଟ୍ରେନ୍ ପଶ୍ଚିମବଙ୍ଗ ଅଭିମୁଖେ ଯାତ୍ରା କରୁଥିଲା । ତେଣୁ ଦୁର୍ଘଟଣାଗ୍ରସ୍ତ ଟ୍ରେନରେ ଅଧିକାଂଶ ପଶ୍ଚିମବଙ୍ଗ ଯାତ୍ରୀ ରହିଛନ୍ତି । ଯାହାକୁ ନେଇ ତତ୍ପରତା ଦେଖାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ବାହାନଗା ହାଇସ୍କୁଲ ନିକଟରେ ହୋଇଥିବା ହେଲିପ୍ୟାଡରେ ଓହ୍ଲାଇ ସିଧାସଳଖ ଘଟଣାସ୍ଥଳକୁ ଯାଇଛନ୍ତି […]

ଦେଶ ବିଦେଶ

ବେଆଇନ ବାଣ ତିଆରି କାରଖାନାରେ ବିସ୍ଫୋରଣ, ୫ ମୃତ

ପଶ୍ଚିମବଙ୍ଗର ପୂର୍ବ ମେଦିନିପୁର ଜିଲ୍ଲାରେ ଥିବା ବେଆଇନ ବାଣ ତିଆରି କାରଖାନାରେ ବିସ୍ଫୋରଣ । ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଥିବା ସୂଚନା । ସମସ୍ତ ଆହତଙ୍କ ଅବସ୍ଥା ଗୁରୁତର ରହିଛି । ବିସ୍ଫୋରଣ ଏତେ ଭୟାନକ ଥିଲା ଯେ ଘରଟି ପୂରା ନଷ୍ଟ ହୋଇଯାଇଛି । ମୃତାହତମାନେ ଏଣେତେଣେ ଛିଟିକି ପଡ଼ିଥିବା ଦୃଶ୍ୟ ଛାତି ଥରାଇଛି। ଏପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଘଟଣାର ସିଆଇଡି ତଦନ୍ତ ନିର୍ଦ୍ଦେଶ […]