ଓଡିଶାରେ ଖୋଲିଲା ସ୍କୁଲ, ସେପଟେ ପଶ୍ଚିମବଙ୍ଗରେ ହିଟୱେଭ ଯୋଗୁଁ ସପ୍ତାହ ପାଇଁ ବନ୍ଦ ହେଲା ସ୍କୁଲ…
ଆଜିଠୁ ପୁଣି ସ୍ୱାଭାବିକ ହୋଇଛି ସ୍କୁଲ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିଥିଲେ । ଆଜି ସକାଳ ସାଢ଼େ ୬ଟାରୁ ଦିନ ୧୧ ଟା ପର୍ଯ୍ୟନ୍ତ କ୍ଲାସ୍ ହୋଇଛି । ସେହିପରି ଆଜିଠୁ ରାଜ୍ୟର ସବୁ ଅଙ୍ଗନବାଡ଼ି କେନ୍ଦ୍ରରେ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ପାଠ ପଢା ହୋଇଛି । ଅନ୍ୟପକ୍ଷରେ ସମ୍ବଲପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଉ ୨ ଦିନ ସ୍କୁଲ […]