ଓଡିଶା

ପାଳିତ ହେଉଛି ବିଶ୍ୱ ଜଳାତଙ୍କ ଦିବସ । ରୋଗର ଭୟାବହତା ଉପରେ ସଚେତନ କରାଉଛନ୍ତି ଡାକ୍ତର

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପ୍ରାଣୀ ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ ଜଳାତଙ୍କ ଦିବସ ଉପଲକ୍ଷେ ଏକ ସଚେତନତା ଓ ପ୍ରତିଷେଧକ ଟିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡକ୍ଟର ଗିରିଶ କୁମାର ମାହାନ୍ତି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି ଅବସରରେ ସ୍ଥାନୀୟ ପ୍ରାଣୀପ୍ରେମୀମାନଙ୍କୁ ଜଳାତଙ୍କ ରୋଗ ସମ୍ପର୍କରେ ସଚେତନତା କରିବା ସଙ୍ଗେ ସଙ୍ଗେ ସେମାନଙ୍କର ପାଳିତ କୁକୁରମାନଙ୍କୁ ଜଳାତଙ୍କ ପ୍ରତିଷେଧକ ଟୀକା […]