ମୃତିକା ସଂରକ୍ଷଣ ପାଇଁ ଗଛ ଲଗାଇବା ସହ ପଲିଥିନ୍ ବର୍ଜନ ଉପରେ ଆଲୋଚନା…
ଗଜପତି, ୦୬/୧୨ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ବିଶ୍ୱ ମୃତିକା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ବଳରାମ ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଜଳ ଛାୟା ପ୍ରକଳ୍ପ ନିର୍ଦ୍ଦେଶକ ସୁରେଶ କୁମାର ପଟ୍ଟନାୟକ, ଉପଖଣ୍ଡ […]