ଓଡିଶା

ନବୋଦୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କଦ୍ୱାରା ସଡ଼କ ସୁରକ୍ଷା ସଚେତନତା ବାର୍ତା…

ଜଗତସିଂହପୁର, ୦୬/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ରାହାମା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ଜିଲ୍ଲା ଆଂଚଳିକ ପରିବହନର ସଦସ୍ୟ ସୁନାକର ବେହେରାଙ୍କ ନେତୃତ୍ୱରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ଏକ ଶୋଭାଯାତ୍ରାରେ ବାହାରି ରାହମା ବଜାର ପରିକ୍ରମା କରିବା ସହିତ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ବାବଦରେ ସାଧାରଣ ଲୋକମାନଙ୍କୁ ସଚେତନ କରାଇଥିଲେ ।ଏହି କାର୍ଯ୍ୟକ୍ରମର […]